Tracked shipping to South Africa with premium packaging for just R199 

Ship to
South Africa
0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional

Select your country

Americas

Europe

Rest of the world

portada E Janha Sakshi (ଏ ଜହ୍ନ ସାକ୍ଷୀ) (in Oriya)
Type
Physical Book
Translated by
Language
Oriya
Pages
146
Format
Paperback
Dimensions
21.6x14x0.9 cm
Weight
0.20 kg.
ISBN13
9781645603818

E Janha Sakshi (ଏ ଜହ୍ନ ସାକ୍ଷୀ) (in Oriya)

Urmila Shirish (Author) · Niharika Mallick (Translated by) · Black Eagle Books · Paperback

E Janha Sakshi (ଏ ଜହ୍ନ ସାକ୍ଷୀ) (in Oriya) - Shirish, Urmila ; Mallick, Niharika

New Book Imported to South Africa
Delivery: 22 Sep - 30 Sep Shipping: 5 to 6 business days.
R 382
R 382

Synopsis "E Janha Sakshi (ଏ ଜହ୍ନ ସାକ୍ଷୀ) (in Oriya)"

ଚିରାଚରିତ ପ୍ରେମକାହାଣୀ, ନାରୀ ସଂଘର୍ଷ ଓ ନାରୀର ଅବଳା ଦୁର୍ବଳା ଚିତ୍ରଠୁ କିଛି ଭିନ୍ନ କଥାର ଉଦାହରଣ ଦିଏ ଉପନ୍ୟାସ 'ଚାନ୍ଦ୍ ଗବାହ୍]' ବା 'ଏ ଜହ୍ନ ସାକ୍ଷୀ' । କେବଳ ପ୍ରେମ ସଂଘର୍ଷ ଦୃଷ୍ଟିରୁ ନୁହଁ ବରଂ ଅନେକ ଦିଗରୁ ଏ ଉପନ୍ୟାସଟି ସ୍ୱତନ୍ତ୍ର ମନେହୁଏ । କାହାଣୀଟିର କେନ୍ଦ୍ରରେ ଯଦିଓ ନାରୀ, ପ୍ରେମ ଓ ପରିବାର ରହିଛି କିନ୍ତୁ ଏହାର ଚାରିପାଖରେ ଅନେକଗୁଡ଼ିଏ ସମ୍ବେଦନଶୀଳ ଅନୁଭବକୁ ଔପନ୍ୟାସିକା ସୁନ୍ଦର ଭାବରେ ଗଢ଼ି ତୋଳିଛନ୍ତି । ବାଲ୍ୟାବସ୍ଥାରୁ ନେଇ ଯୌବନ, ଏପରିକି ବୟସର ଏକ ନିର୍ଦ୍ଦିଷ୍ଟ ବିନ୍ଦୁରେ ପହଞ୍ଚିବା ପରେ ମଧ୍ୟ ନାରୀକୁ ନିଜ ଇଚ୍ଛାରେ ବଞ୍ଚିବାର କି ସ୍ୱପ୍ନ ଦେଖିବାର ଅଧିକାର ନଥାଏ । ପ୍ରେମ ତ ସତେ ଯେପରି ତା'ପାଇଁ ଏକ ଗର୍ହିତ ଶବ୍ଦ । କିନ୍ତୁ ଉପନ୍ୟାସଟିରେ ଲେଖିକା କେବଳ ନାରୀର ପ୍ରେମପ୍ରଣୟ, ମାନସିକ ଯାତନା ଅବା ସଂଘର୍ଷର କାହାଣୀକୁ ବର୍ଣ୍ଣନା କରି ନାହାଁନ୍ତି, ବରଂ ସେ ନାରୀକୁ ସ୍ୱାଭିମାନର ସହ ବଞ୍ଚିବାର କଳା ଶିଖାଇଛନ୍ତି ।ନାରୀ ନିଜର ରୁଚି, ପସନ୍ଦ ନା ପସନ୍ଦ ଓ ସ୍ୱପ୍ନକୁ ବଳିଦେଇ କେବଳ ପରିବାର ଓ ସମାଜର ଇଙ୍ଗିତରେ କାହିଁକି ପରିଚାଳିତ ହେବ? ତାହା ପୁଣି ସେଇ ପରିବାର ଓ ସମାଜ ପାଇଁ ଯିଏ ନାରୀଠାରୁ କେବଳ ତ୍ୟାଗ ଓ ସହନଶୀଳତା ଆଶା ରଖେ ଏବଂ ପ୍ରତିଦାନରେ କେବଳ ତିରସ୍କାର ଓ ସମାଲୋଚନା ହିଁ କରିଥାଏ । ଉପନ୍ୟାସଟିରେ ନାରୀର ଏକ ଭିନ୍ନ ଦିଗକୁ ପାଠକଙ୍କ ସାମ୍ନାରେ ଉପସ୍ଥାପିତ କରାଯାଇଛି । ଗୋଟେ ପ&

Customers reviews

Frequently Asked Questions about the Book

All books in our catalog are Original.
The book is written in Oriya .
The binding of this edition is Paperback.

Questions and Answers about the Book

Do you have a question about the book? Login to be able to add your own question.

Opinions about Bookdelivery

More customer reviews