Tracked shipping to South Africa with premium packaging for just R199 

Ship to
South Africa
0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional

Select your country

Americas

Europe

Rest of the world

portada Jain Darshan: Manana O Mimansha (in Oriya)
Type
Physical Book
Translated by
Language
Oriya
Pages
616
Format
Paperback
Dimensions
24.4x17x3.1 cm
Weight
0.97 kg.
ISBN13
9781645602071

Jain Darshan: Manana O Mimansha (in Oriya)

Acharya Mahapragyan (Author) · Tulasi Jain (Translated by) · Black Eagle Books · Paperback

Jain Darshan: Manana O Mimansha (in Oriya) - Mahapragyan, Acharya ; Jain, Tulasi

Cheaper New Book Imported to South Africa
Delivery: 26 Oct - 06 Nov Shipping: 16 to 20 business days.
R 721
Faster New Book Imported to South Africa
Delivery: 09 Oct - 19 Oct Shipping: 5 to 6 business days.
R 725
R 721

Synopsis "Jain Darshan: Manana O Mimansha (in Oriya)"

ଆଚାର୍ଯ୍ୟ ମହାପ୍ରଜ୍ଞ ଆଠ ଦଶନ୍ଧିର ସୁଦୀର୍ଘ ସଂଯମ ସାଧନାରେ ନିମଗ୍ନ ଥାଇ ଅନେକ ଗୁଡ଼ିଏ ସୂକ୍ଷ୍ମ ରହସ୍ୟର ଅନାବରଣ କରିଯାଇଛି । ତାଙ୍କ ଜୀବନର ଏକ ସମାଧାୟକ ସୂତ୍ର ହେଉଛି- 'ରହୋ ଭୀତର, ଜୀଓ ବାହର ।' ଜୀବନର ନବମ ଦଶକ ସଂପନ୍ନ ହେବାକୁ ଯାଉଥାଏ, ଦଶମ ଦଶକରେ ପ୍ରବେଶର ପ୍ରସ୍ତୁତି ଚାଲିଥାଏ । ଏହି ମହାର୍ଘ ମୁହୂର୍ତ୍ତର ଅଭିନନ୍ଦନ ପାଇଁ ସମାଜ ବିବିଧ ସ୍ୱପ୍ନ ଦେଖୁଥାଏ । କିନ୍ତୁ ନିୟତି ସାମାଜ୍ୟରେ ଏକ ଭିନ୍ନ ନିୟତି ନିର୍ଦ୍ଧାରିତ ହୋଇ ସାରିଥାଏ । ଅକସ୍ମାତ ୯ ମେ ୨୦୦୯ ଦିନ ପ୍ରଖର ଦ୍ୱିପହରରେ ସେ ସଂସାରରୁ ପ୍ରୟାଣ କରିଦେଲେ । ତାଙ୍କ ଭୌତିକ ଶରୀର ହଜିଗଲା, ରହିଗଲା ଜ୍ଞାନ ଶରୀର, ଯଶଃ ଶରୀର ଓ ଅନୁଭବ ଶରୀର । ସେ ଆମ ସକାଶେ ଏକ ସମୃଦ୍ଧ ବୈଚାରିକ ଐତିହ୍ୟ ଛାଡ଼ି ଦେଇ ଯାଇଛନ୍ତି । ଆଗାମୀ ଶତାବ୍ଦୀ ଗୁଡ଼ିକ ନିଃସନ୍ଦେହ ଏହା ଦ୍ୱାରା ଲାଭାନ୍ୱିତ ହେବେ । ମହାପ୍ରଜ୍ଞ ଜନ୍ମ ଶତାବ୍ଦୀର ଐତିହାସିକ ଅବସରରେ ପ୍ରସ୍ତୁତ 'ଜୈନଦର୍ଶନ ମନନ ଓ ମୀମାଂସା' ତାଙ୍କ ଦିବ୍ୟ ଚେତନା ସହିତ ସଂପର୍କର ସଶକ୍ତ ଆଲମ୍ବନ ସାଜିଲେ ତାଙ୍କ ପ୍ରତି ଯଥାର୍ଥ ଶ୍ରଦ୍ଧାଞ୍ଜଳି ହୋଇପାରନ୍ତା ।

Customers reviews

Frequently Asked Questions about the Book

All books in our catalog are Original.
The book is written in Oriya .
The binding of this edition is Paperback.

Questions and Answers about the Book

Do you have a question about the book? Login to be able to add your own question.

Opinions about Bookdelivery

More customer reviews