Tracked shipping to South Africa with premium packaging for just R199 

Ship to
South Africa
0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional

Select your country

Americas

Europe

Rest of the world

portada Satya Pattanaikanka Sahityara Mati O Akasha (in Oriya)
Type
Physical Book
Language
Oriya
Pages
256
Format
Paperback
Dimensions
21.6x14x1.5 cm
Weight
0.33 kg.
ISBN13
9781645603276

Satya Pattanaikanka Sahityara Mati O Akasha (in Oriya)

Raju, V. Rajendra ; Das, Rashmi (Author) · Black Eagle Books · Paperback

Satya Pattanaikanka Sahityara Mati O Akasha (in Oriya) - Raju, V. Rajendra ; Das, Rashmi

New Book Imported to South Africa
Delivery: 09 Oct - 19 Oct Shipping: 5 to 6 business days.
R 437
R 437

Synopsis "Satya Pattanaikanka Sahityara Mati O Akasha (in Oriya)"

କବି ସତ୍ୟ ପଟ୍ଟନାୟକ ଓଡ଼ିଆ ସାହିତ୍ୟ ଜଗତର ଏକ ପରିଚିତ ନାଁ । ସେ କବିତା ଓ ଗଳ୍ପ ଲେଖନ୍ତି । ତା ବାଦେ ଅନୁବାଦ କରିବାରେ ମଧ୍ୟ ସିଦ୍ଧହସ୍ତ । ତାଙ୍କ ଲେଖାରେ ଭାଷାର କ୍ଳିଷ୍ଟତା ନାହିଁ । ଅଛି କେବଳ ଭାବ ଭରା ଭାଷା, ଯାହା ପାଠକକୁ ଆକୃଷ୍ଟ କରିଥାଏ । ତାଙ୍କର ପ୍ରତିଟି ଲେଖାରେ ତାଙ୍କ ଜୀବନାନୁଭୂତି ଓ କାବ୍ୟାନୁଭୂତି ପ୍ରତିଫଳିତ ହୋଇଛି । ତାଙ୍କର ଭାବପ୍ରବଣତାକୁ ସେ ତାଙ୍କ କାବ୍ୟର ପ୍ରତିଟି ପଦରେ ଏପରି ଛନ୍ଦି ଦେଇଛନ୍ତି ଯେ ଯେତେ ପଢୁଥିଲେ ବି ପାଠକକୁ ଭାବ ବିଚ୍ୟୁତ କରେନା ।କବି ନିଜ ଜନ୍ମଭୂମି ପରିତ୍ୟାଗ କରି ଆଜି ଆମେରିକାରେ ଅଛନ୍ତି କିନ୍ତୁ ଏ ମାଟିର ମୋହକୁ ସେ ଏଯାଏଁ ଛାଡ଼ିନାହାନ୍ତି । ତାରୁଣ୍ୟ ଓ ଯୁବସୁଲଭ ଉନ୍ମାଦନାରେ ଛଳଛଳ ତାଙ୍କ କବିପଣ । ଓଡ଼ିଆ ସାହିତ୍ୟକୁ ସମୃଦ୍ଧି କରିବା ପାଇଁ ଆଜି ବି ସେ ପ୍ରତିଶ୍ରୁତିବଦ୍ଧ । ତାଙ୍କ ରଚିତ 'ପାଷାଣ ପ୍ରେମ ସଂଗୀତ', 'ଝର୍କା ଖୋଲା ଥାଉ', 'କ୍ଷୁଦ୍ର ଗଳ୍ପର ମୃତ୍ୟୁ ଓ ଅନ୍ୟାନ୍ୟ ଗଳ୍ପ', 'ଆମ ନିଜ ମାଟି ଓ ଅନ୍ୟାନ୍ୟ କବିତା' ପାଠକ ମନରେ ଯେଉଁ ଭାବ ସୃଷ୍ଟି କରିଛି ସେସବୁକୁ ନେଇ ପ୍ରକାଶିତ 'ସତ୍ୟ ପଟ୍ଟନାୟକଙ୍କ ସାହିତ୍ୟରେ ମାଟି ଓ ଆକାଶ' ପୁସ୍ତକ । ବାସ୍ତବିକ ବିଦେଶ ଭୂମିପରେ ଆମ ରାଜ୍ୟ ଓ ଦେଶର ଜଣେ ପ୍ରତିନିଧିଶ୍ରେଣୀୟ ବ୍ୟକ୍ତିତ୍ୱ । ହରପ୍ରସାଦ ଦାସ, ରାମଚନ୍ଦ୍ର ବେହେରା, ସଂଘମିତ୍ରା ମିଶ୍ର, ବିଷ୍ଣୁପ୍ରିୟା ଓତା, ଗୌରହରି ଦାସ, ଜ୍ୟୋତ୍ସ୍ନା ଦାସ, ମଣୀନ୍ଦ୍ର କୁମାର ମେ

Customers reviews

Frequently Asked Questions about the Book

All books in our catalog are Original.
The book is written in Oriya .
The binding of this edition is Paperback.

Questions and Answers about the Book

Do you have a question about the book? Login to be able to add your own question.

Opinions about Bookdelivery

More customer reviews